Breaking PLUSଦେଶ ବିଦେଶମୁଖ୍ୟ ଖବର

ଅଲାସ୍କାରେ ଶକ୍ତିଶାଳୀ ଭୂକମ୍ପ ଝଟ୍‌କା

ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ ଶକ୍ତିଶାଳୀ ଭୂକମ୍ପ ଝଟ୍‌କା ଲାଗିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭ ରେକର୍ଡ କରାଯାଇଛି। ଭୂମିକମ୍ପଟି ପ୍ରାୟ ୧୦ କିଲୋମିଟର ଗଭୀରତାରେ ଅନୁଭୂତ ହୋଇଥିଲା । ଭୂମିକମ୍ପ ହେବା ସମୟରେ ସ୍ତାନୀୟ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ବର୍ତ୍ତମାନ୍ ପର୍ଯ୍ୟନ୍ତ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ। ଶକ୍ତିଶାଳୀ ଭୂମିକମ୍ପ ପରେ କୌଣସି ସୁନାମି ଚେତାବନୀ ଜାରି କରାଯାଇ ନାହିଁ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button