Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ଛତିଶା ନିଯୋଗର ଗୁରୁତ୍ବପୂର୍ଣ୍ଣ ବୈଠକ

ପୁରୀ- ସନ୍ଧ୍ୟା ୫ଟାରେ ଅନୁଷ୍ଠିତ ହେବ ଛତିଶା ନିଯୋଗର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ ।ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକ ଅଧ୍ୟକ୍ଷତାରେ ବୈଠକ ବସିବ ।ବୈଠକରେ ଉପସ୍ଥିତ ରହିବେ ପୁରୀ ଜିଲ୍ଲାପାଳ, ଏସ୍‌ପି  ।ଛତିଶା ନିଯୋଗର ସେବାୟତ ପ୍ରତିନିଧି ମଧ୍ୟ ଉପସ୍ଥିତ ରହିବେ  । ପହିଲି ଭୋଗ ନୀତି ନିର୍ଘଣ୍ଟକୁ ବୈଠକରେ ଅନୁମୋଦନ କରାଯିବ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button