Breaking PLUSଓଡ଼ିଶାମୁଖ୍ୟ ଖବର
୩.୧ ଡିଗ୍ରୀ ସହ ଜି. ଉଦୟଗିରି ରାଜ୍ୟର ସବୁଠୁ ଥଣ୍ଡା ସହର

ଭୁବନେଶ୍ୱର- ରାଜ୍ୟରେ ଅସମ୍ଭାଳ ଜାଡ଼; ରାଜ୍ୟର ୧୬ ସହରରେ ପାରଦ ୧୦ ଡିଗ୍ରୀ ତଳେ । ୩.୧ ଡିଗ୍ରୀ ସହ ଜି. ଉଦୟଗିରି ରାଜ୍ୟର ସବୁଠୁ ଥଣ୍ଡା ସହର ।ସେମିଳିଗୁଡ଼ା ୪.୬, ଫୁଲବାଣୀ ୫.୫, ଦାରିଙ୍ଗବାଡ଼ି ୬ ଡିଗ୍ରୀ । କୋରାପୁଟ ୬.୫, ଚିପିଲିମା ୭.୮, ନବରଙ୍ଗପୁର ଓ ରାଉରକେଲା ୮ ଡିଗ୍ରୀ । ଝାରସୁଗୁଡ଼ା ୮.୨, ଭବାନୀପାଟଣା ୮.୫, ଅନୁଗୁଳ ୯, କିରେଇ ୯.୨ ଡିଗ୍ରୀ । ଢେଙ୍କାନାଳ, ରାୟଗଡ଼ା, ବୌଦ୍ଧ ଓ ସୁନ୍ଦରଗଡ଼ ତାପମାତ୍ରା ୧୦ ଡିଗ୍ରୀ ।



