Breaking PLUSଓଡ଼ିଶାମୁଖ୍ୟ ଖବର
୧୫୫ଟି ବାର୍ ଉପରେ ଅବକାରୀ ବିଭାଗର ଚଢାଉ

ଭୁବନେଶ୍ୱର: ୧୫୫ଟି ବାର୍ ଉପରେ ଅବକାରୀ ବିଭାଗର ଚଢାଉ । ଅବକାରୀ ଅଧୀକ୍ଷକଙ୍କ ନେତୃତ୍ୱରେ ରାଜଧାନୀରେ ୫ଟି ଟିମ୍ର ଚଢାଉ କରାଯାଇଛି । ଚନ୍ଦ୍ରଶେଖରପୁରର ୨ଟି ସ୍ଥାନରେ ଚଢାଉ ବେଳେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି । ଅବକାରୀ ଟିମ୍ ଉପରେ ଆକ୍ରମଣ ଅଭିଯୋଗରେ ୨ ଯୁବକ ଅଟକ ।


