Breaking PLUSଦେଶମୁଖ୍ୟ ଖବର
ନୀତିନ ନବୀନ ହେଲେ ବିଜେପି ନୂଆ ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ- ନୂଆ ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତିଙ୍କ ନାଁ ଘୋଷଣା କଲା ବିଜେପି । ନୀତିନ ନବୀନ ହେଲେ ବିଜେପି ନୂଆ ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି । ବିଜେପି ସଂସଦୀୟ ବୋର୍ଡରେ ନୀତିନ ନବୀନଙ୍କ ନାଁରେ ମୋହର । ବିହାର ସରକାରରେ ମନ୍ତ୍ରୀ ଅଛନ୍ତି ନୀତିନ ନବୀନ । ୪୫ ବର୍ଷୀୟ ନୀତିନ ନବୀନ ୪ ଥର ବିଧାୟକ ଭାବେ ନିର୍ବାଚିତ ।



