Breaking PLUSଓଡ଼ିଶାମୁଖ୍ୟ ଖବର
ମାଲକାନଗିରିରେ ସ୍ବାଭାବିକ ହେଲା ଇଣ୍ଟରନେଟ୍ ସେବା

ମାଲକାନଗିରିରେ ସ୍ବାଭାବିକ ହେଲା ଇଣ୍ଟରନେଟ୍ ସେବା । ହିଂସାର ୮ ଦିନ ପରେ ସ୍ବାଭାବିକ ହେଲା ଇଣ୍ଟରନେଟ୍ ସେବା । ଗତ ସୋମବାର ସଂଧ୍ୟା ୬ଟାରୁ କଟକଣା ଲାଗୁ ହୋଇଥିଲା ।ପର୍ଯ୍ୟାୟ କ୍ରମେ କଟକଣା ୬ ଥର ବୃଦ୍ଧି ହୋଇଥିଲା । ଆଜି ଦିନ ୧୨ଟା ଯାଏଁ ଥିଲା କଟକଣା, ପ୍ରଶାସନ ଆଉ ବୃଦ୍ଧି କଲାନି ।ଏମ୍ଭି ୨୬ ଓ ରାଖେଲଗୁଡ଼ା ଗାଁ ବିବାଦକୁ ନେଇ ହିଂସା ଦେଖା ଦେଇଥିଲା ।



