Breaking PLUSଦେଶମୁଖ୍ୟ ଖବର

ପଳାତକ ଲୁଥ୍ରା ଭ୍ରାତା ଦିଲ୍ଲୀରେ ପହଞ୍ଚିଲେ

ନୂଆଦିଲ୍ଲୀ- ପଳାତକ ଲୁଥ୍ରା ଭ୍ରାତା ଆଜି ଥାଇଲାଣ୍ଡରୁ ଦିଲ୍ଲୀ ଫେରିଛନ୍ତି। ଗୋଆ ‘ବର୍ଚ୍ଚ ବାଏ ରୋମିଓ ଲେନ୍’ ନାଇଟ କ୍ଲବର ମାଲିକ ଦୁଇ ଭାଇ ସୌରଭ ଲୁଥ୍ରା ଓ ଗୌରବ ଲୁଥ୍ରା ଘଟଣା ଘଟିବାର ୧୦ ଦିନ ପରେ ଭାରତ ଫେରିଛନ୍ତି । ଥାଇଲ୍ୟାଣ୍ଡ ସରକାର ସେମାନଙ୍କୁ ଫେରାଇ ଦେବା ପରେ ସେମାନେ ଆଜି ଦିଲ୍ଲୀରେ ପହଞ୍ଚିଛନ୍ତି । ଦିଲ୍ଲୀ କୋର୍ଟରେ ହାଜର ହେବା ପରେ ଟ୍ରାଞ୍ଜିଟ୍ ରିମାଣ୍ଡରେ ଉଭୟଙ୍କୁ ଗୋଆ ନିଆଯିବ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button