Breaking PLUSଓଡ଼ିଶାଦେଶମୁଖ୍ୟ ଖବର
ଦିଲ୍ଲୀରେ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ- ନୂଆଦିଲ୍ଲୀରେ ବିଜେପି ନୂଆ ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ନିତିନ ନବୀନଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ। କରିଛନ୍ତି । ନୂଆ ବିଜେପି କାର୍ଯ୍ୟକାରୀ ସଭାପତି ହେବା ପରେ ମୁଖ୍ୟମନ୍ତ୍ରୀ ତାଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି ।



