Breaking PLUSଓଡ଼ିଶାମୁଖ୍ୟ ଖବର
ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର ଘଟଣାରେ ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର: ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର ଘଟଣାରେ ପୁରୁଷ ବନ୍ଧୁ ଗିରଫ । ଟାଉନ ଥାନା ମାଇନିଂ କଲୋନୀରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର ହୋଇଥିଲା ।ପରିବାର ଆଣିଲେ ହତ୍ୟା ଅଭିଯୋଗ, ପୁରୁଷ ବନ୍ଧୁ ଗିରଫ ।



