Breaking PLUSଓଡ଼ିଶାମୁଖ୍ୟ ଖବର

ନୂଆବର୍ଷ ପୂର୍ବରୁ ମେଳି ବାନ୍ଧିଲେ ବିଜେଡିର ପରାଜିତ ଓ ଅସନ୍ତୁଷ୍ଟ ନେତା

ଭୁବନେଶ୍ୱର- ନୂଆବର୍ଷ ପୂର୍ବରୁ ମେଳି ବାନ୍ଧିଲେ ବିଜେଡିର ପରାଜିତ ଓ ଅସନ୍ତୁଷ୍ଟ ନେତା  । ବନ୍ଧୁ ମିଳନ କାର୍ଯ୍ୟକ୍ରମ ନାଁରେ ଭୁବନେଶ୍ବର ଉପକଣ୍ଠରେ ଏକାଠି ହେଲେ ।ଦେବାଶିଷ ସାମନ୍ତରାୟ, ପ୍ରୀତିରଞ୍ଜନ ଘଡ଼େଇ, ରାଜେନ୍ଦ୍ର ସାହୁ ଉପସ୍ଥିତ । ଚନ୍ଦ୍ରସାରଥୀ ବେହେରା, ସମ୍ବିତ ରାଉତରାୟ, ଲତିକା ପ୍ରଧାନ, ପ୍ରଭୁ ଜାନୀ ଉପସ୍ଥିତ । ସଞ୍ଜୟ ଦାସବର୍ମା ଓ ମହିଧର ରଣା ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ । ଯୁବ ନେତୃତ୍ବଙ୍କୁ ନେଇ ନୂଆ ସମୀକରଣ ଆରମ୍ଭ ହେବ କହିଲେ ପ୍ରଭୁ ଜାନୀ  । ଆଲୋଚନା ଦ୍ବାରା ସଂଗଠନ ଆହୁରି ସୁଦୃଢ଼ ହେବ କହିଲେ ମହିଧର ରଣା ।

Show More

Related Articles

Back to top button