Breaking PLUSଓଡ଼ିଶାମୁଖ୍ୟ ଖବର

ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ ହେଲା ସହିଦନଗର ଗଣଦୁଷ୍କର୍ମ ମାମଲା

ଭୁବନେଶ୍ୱର- ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ ହେଲା ସହିଦନଗର ଗଣଦୁଷ୍କର୍ମ ମାମଲା  । କମିଶନରେଟ୍ ପୋଲିସକୁ ତଦନ୍ତରେ ସହଯୋଗ କରିବ କ୍ରାଇମବ୍ରାଞ୍ଚ  । କ୍ରାଇମବ୍ରାଞ୍ଚ ଡିଜିଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ହେବ ତଦନ୍ତ  । ସହିଦନଗର ଗଣଦୁଷ୍କର୍ମ ମାମଲାରେ ୨ ଜଣଙ୍କୁ ଗିରଫ କରାଯାଇଛି  । ଚାକିରି ଦେବାକୁ କହି ଭଡ଼ା ଘରକୁ ଡାକି ଦୁଷ୍କର୍ମ କରିଥିଲେ ୨ ଯୁବକ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button