Breaking PLUSଓଡ଼ିଶାମୁଖ୍ୟ ଖବର
ଗିରଫ ହେଲେ ଜଗତସିଂହପୁର ରାହାମା ଫରେଷ୍ଟ ରେଞ୍ଜର

ଭୁବନେଶ୍ୱର- ଗିରଫ ହେଲେ ଜଗତସିଂହପୁର ରାହାମା ଫରେଷ୍ଟ ରେଞ୍ଜର । ରାହାମା ଫରେଷ୍ଟ ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟ ଗିରଫ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ରେଞ୍ଜରଙ୍କର ୨ଟି କୋଠା ସହ ୫ଟି ମୂଲ୍ୟବାନ ପ୍ଲଟ ଠାବ ହୋଇଛି । ୨୫୦ ଗ୍ରାମ୍ ସୁନା ସହ ନଗଦ ୩.୬୯ ଲକ୍ଷ ଟଙ୍କା ଜବତ ହୋଇଛି ।ରେଞ୍ଜରଙ୍କର ୮୦.୬୮ ଲକ୍ଷ ଟଙ୍କାର ଡିପୋଜିଟ୍ ମଧ୍ୟ ଠାବ କରିଛି ଭିଜିଲାନ୍ସ ।


