Breaking PLUSଓଡ଼ିଶାମୁଖ୍ୟ ଖବର
ଚିଲିକାରେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ
ବ୍ରହ୍ମଗିରି: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ।ବାଘମୁଣ୍ଡା କୂଳରୁ ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବିଭାଗ ।ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇ ମୃତ୍ୟୁ ହୋଇଛି । ବାଘମୁଣ୍ଡା କୂଳରୁ ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବିଭାଗ ।


