Breaking PLUSଓଡ଼ିଶାମୁଖ୍ୟ ଖବର
ପୁଣି ସୋସିଆଲ୍ ମିଡିଆରେ ବିଜେଡିକୁ କଟାକ୍ଷ କଲେ ଶ୍ରୀମୟୀ ମିଶ୍ର

ଭୁବନେଶ୍ୱର- ପୁଣି ସୋସିଆଲ୍ ମିଡିଆରେ ବିଜେଡିକୁ କଟାକ୍ଷ କଲେ ଶ୍ରୀମୟୀ ମିଶ୍ର । ସୁଜାତା କାର୍ତ୍ତିକେୟନ ପାଣ୍ଡିଆନଙ୍କ ଏଣ୍ଟ୍ରିକୁ ନେଇ ପ୍ରଶ୍ନ ଉଠାଇଲେ ଶ୍ରୀମୟୀ ।ବିଜେଡିର ଉତ୍ତରାଧିକାରୀ ଟଣାଓଟରାକୁ ନେଇ ଶ୍ରୀମୟୀଙ୍କ ଆକ୍ଷେପ । ବିଜେଡି ଯୁବନେତାଙ୍କ ବଣଭୋଜିର ଗୁମର ଖୋଲିଦେଲେ ଶ୍ରୀମୟୀ ମିଶ୍ର । କିଏ କାହା ଟିମ୍ରେ ରହିବ ତାକୁ ନେଇ ଚାଲିଛି ଟଣାଓଟରା । ବିଜେଡି ମୁଖିଆ କାହାକୁ ଗୁରୁତ୍ଵ ଦେଉନଥିବା ଶ୍ରୀମୟୀଙ୍କ ବ୍ୟଙ୍ଗ କବିତା । କାହାର ହେବ ସବୁଜ ମୁକୁଟ, ମୁଖିଆ ଦେଉନାହାନ୍ତି କାହାକୁ ଗୁରୁତ୍ଵ । ବଣ ଭୋଜି ଖାଇ କିଛି ଆଶ୍ବସ୍ତ, ଅଧିକାର ସାବ୍ୟସ୍ତ ପାଇଁ ଟଣାଓଟରା । ‘କାହା ଟିମ୍ରେ କିଏ ଦେବ ଧରା, କିଏ ଅନୁଗତ ହେବାର ନାଟକ କଲା । ବିଜେଡିର ଉତ୍ତରାଧିକାରୀ ନେଇ ମୁଖିଆ ଦେଲେନି ସବୁଜ ସଙ୍କେତ ।


