Breaking PLUSଓଡ଼ିଶାମୁଖ୍ୟ ଖବର
ଖ୍ରୀଷ୍ଟମାସ ଓ ନୂଆ ବର୍ଷ ପାଇଁ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭୁବନେଶ୍ୱର- ଖ୍ରୀଷ୍ଟମାସ ଓ ନୂଆ ବର୍ଷ ପାଇଁ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଖ୍ରୀଷ୍ଟମାସ ଓ ନୂଆ ବର୍ଷ ପାଇଁ ଅଧିକ ୧୫ ପ୍ଲାଟୁନ ଫୋର୍ସ ରହିବେ । ଏନେଇ ପ୍ରେସ୍ମିଟ୍ରେ ସୂଚନା ଦେଲେ ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ । ନିର୍ଦ୍ଦିଷ୍ଟ ସମୟ ଭିତରେ ଜିରୋ ନାଇଟ୍ ସେଲିବ୍ରେସନ ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସାଧା ପୋଷାକରେ ପୋଲିସ ସମସ୍ତଙ୍କ ଉପରେ ନଜର ରଖିବେ ।


