Breaking PLUSଓଡ଼ିଶାମୁଖ୍ୟ ଖବର

ହାତୀ ନଯିବା ପର୍ଯ୍ୟନ୍ତ ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ

ଭୁବନେଶ୍ୱର- ଶିଖରଚଣ୍ଡୀ ପାହଡ଼ରେ ୨ ଦନ୍ତା ହାତୀ ବୁଲିବା ଘଟଣା  । ହାତୀ ନଯିବା ପର୍ଯ୍ୟନ୍ତ ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ  । ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ବନ ବିଭାଗର ପଦକ୍ଷେପ ନିଆଯାଇଛି । ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ପର୍ଯ୍ୟଟନ ଋତୁ ଥିବାରୁ ଶିଖରଚଣ୍ଡୀରେ ହେଉଥିଲା ପର୍ଯ୍ୟଟକଙ୍କ ଭିଡ଼ ।ଲୋକଙ୍କ ସୁରକ୍ଷା ନେଇ ଇନ୍‌ଫୋସିଟି ଥାନାକୁ ଅବଗତ କଲା ବନ ବିଭାଗ । ଗତ ୫ ଦିନ ହେଲା ଶିଖରଚଣ୍ଡୀ ପାହଡ଼ରେ ବୁଲୁଛନ୍ତି ହାତୀ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button