ଓଡ଼ିଶାକଳା ସଂସ୍କୃତି ଓ ସାହିତ୍ୟମୁଖ୍ୟ ଖବର

ରଥଯାତ୍ରା ସୁରକ୍ଷାରେ ଆଇପିଏସ୍ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଦାୟିତ୍ୱ

ଆସନ୍ତା ଶ୍ରୀଜଗନ୍ନାଥ ରଥଯାତ୍ରା ପାଇଁ ବରିଷ୍ଠ ଆଇପିଏସ୍ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ବିଶେଷ ଦାୟିତ୍ୱ ଦିଆଯାଇଛି। ଶୃଙ୍ଖଳିତ ଓ ସୁରକ୍ଷିତ ଭାବେ ରଥଯାତ୍ରା ଆୟୋଜନ ପାଇଁ ପୋଲିସ ମୁଖ୍ୟାଳୟ ପକ୍ଷରୁ ଏହି ଦାୟିତ୍ୱ ତାଙ୍କୁ ଦିଆଯାଇଥିବା ସୂଚନା ମିଳିଛି।
ସୂଚନା ଅନୁଯାୟୀ, ରଥଯାତ୍ରା ସମୟରେ ଆଇନଶୃଙ୍ଖଳା ପରିସ୍ଥିତି, ଟ୍ରାଫିକ ନିୟନ୍ତ୍ରଣ ସହ ଶ୍ରୀମନ୍ଦିର ଭିତର ଓ ବାହାରର ସୁରକ୍ଷା ବ୍ୟବସ୍ଥା ଉପରେ ସେ ବିଶେଷ ନଜର ରଖିବେ। ରଥଯାତ୍ରାକୁ ଶାନ୍ତିପୂର୍ଣ୍ଣ ଓ ସୁଚାରୁ ଭାବେ ସମ୍ପନ୍ନ କରିବା ପାଇଁ ପୋଲିସ ପକ୍ଷରୁ ପୂର୍ବରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button