Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ଶ୍ରୀଜୀଉଙ୍କ ବନକ ଲାଗି ନୀତି, 4 ଘଣ୍ଟା ଦର୍ଶନ ବନ୍ଦ

ଭୁବନେଶ୍ୱର, 18 ମାର୍ଚ୍ଚ – ଚୈତ୍ର ମାସ କୃଷ୍ଣ ଚତୁର୍ଦଶୀ ତିଥିରେ ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button