Breaking PLUSଓଡ଼ିଶାମୁଖ୍ୟ ଖବର

ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ ହଷ୍ଟେଲ

ଭୁବନେଶ୍ୱର: ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ ହଷ୍ଟେଲ । ଅଶୋକ-ଆମ୍ବେଦକର ହଷ୍ଟେଲ ଛାତ୍ରଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ବୋତଲ, ଠେଙ୍ଗା ଓ ପଥରରେ ଆକ୍ରମଣ ।ଘଣ୍ଟାଏ ଧରି ହଷ୍ଟେଲ ପରିସରରେ ପଥର ମାଡ଼; ୨୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି ।ଆହତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା କରାଯାଉଛି ।  କ୍ୟାମ୍ପସରେ ପୋଲିସ ଛାଉଣୀ ହୋଇଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button