Breaking PLUSଓଡ଼ିଶାମୁଖ୍ୟ ଖବର

ନୂଆପଡ଼ା କାଲମିଦାଦର ଠାରେ ହୀରାପଥର ଚିହ୍ନଟ

ଭୁବନେଶ୍ୱର- ନୂଆପଡ଼ା କାଲମିଦାଦର ଠାରେ ହୀରାପଥର ଚିହ୍ନଟ ହୋଇଛି । ଗୃହରେ ଉତ୍ତର ରଖିଲେ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ।ଜୁନାଗଡ଼ ବ୍ଲକ୍‌ ହୀଞ୍ଜିଳିବାହାଲ-ଜିଲିଙ୍ଗିବାର ଠାରେ ମାଣିକ ଚିହ୍ନଟ ହୋଇଛି ।ଦେବଗଡ଼ ଜିଲ୍ଲାରେ ତମ୍ବାବାହୀ ପଥର, ଗ୍ରାଫାଇଟ, ନିକେଲ ସହ ସୁନା ଚିହ୍ନଟ ହୋଇଛି । ମୟୂରଭଞ୍ଜ ଓ କେନ୍ଦୁଝରରେ ମଧ୍ୟ ସୁନା ପଥର ଥିବା ସନ୍ଧାନ ମିଳିଛି ।

Show More

Related Articles

Back to top button