Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି 7 ଜିଲ୍ଲାକୁ କାଳବୈଶାଖୀ ଆଲର୍ଟ

ଭୁବନେଶ୍ୱର- ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ଆଜି ୭ ଜିଲ୍ଲା- ବାଲେଶ୍ବର,ଭଦ୍ରକ, ଗଜପତି, ଗଞ୍ଜାମ, ମାଲକାନଗିରି, ରାୟଗଡ଼ା ଓ କୋରାପୁଟର କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ସେହିଭଳି ଆସନ୍ତାକାଲି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବାବେଳେ ୨୭ରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଝଡ଼ବର୍ଷା ହୋଇପାରେ। ଏହି ସମୟରେ ୪୦ରୁ ୫୦ କିଲୋମିଟର ବେଗରେ ବହିପାରେ ପବନ। ଗତକାଲି ୩୮.୫ ଡିଗ୍ରୀ ସହିତ ଟିଟିଲାଗଡ଼ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା।

Show More

Related Articles

Back to top button