Breaking PLUSଓଡ଼ିଶାମୁଖ୍ୟ ଖବର

କାଳବୈଶାଖୀ ବର୍ଷା ପାଇଁ ୧୬ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର, 29 ମାର୍ଚ୍ଚ- ଆଜି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା ଏବଂ କଟକ ଜିଲ୍ଲାରେ ପାଗ ବଦଳିବ। ସେହିପରି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଏବଂ ଗଞ୍ଜାମ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେଇପାରେ ।

କାଳବୈଶାଖୀ ବର୍ଷା ପାଇଁ ୧୬ ଜିଲ୍ଲାକୁ ଘଡ଼ଘଡ଼ି ଓ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା ଏବଂ କଟକ ଜିଲ୍ଲାରେ ଆଜି କାଳବୈଶାଖୀ ଆଶଙ୍କା ରହିଛି ।

ସେହିପରି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଏବଂ ଗଞ୍ଜାମ ଜିଲ୍ଲାରେ ବି ସମାନ ଭାବେ ଘଡ଼ଘଡ଼ି ସହ ବର୍ଷା ହେଇପାରେ। ଏସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ସହ ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ବି ରହିଛି।

Show More

Related Articles

Back to top button