Breaking PLUSଓଡ଼ିଶାଦେଶମୁଖ୍ୟ ଖବର

ଜନଗଣନା ତଥ୍ୟ ଆରଟିଆଇ ପରିସରଭୁକ୍ତ ହେବନାହିଁ- ଭାରତୀୟ ଜନଗଣନା କମିଶନର

ନୂଆଦିଲ୍ଲୀ- ଜନଗଣନା ସମୟରେ ଦିଆଯାଇଥିବା ତଥ୍ୟ ସମ୍ପୂର୍ଣ୍ଣ ଗୋପନୀୟ ରହିବ । ଏହା ମଧ୍ୟ RTI ଆକ୍ଟ ପରିସରଭୁକ୍ତ ହେବ ନାହିଁ  । ଏନେଇ ସୂଚନା ଦେଇଛନ୍ତି ଭାରତୀୟ ଜନଗଣନା କମିଶନର ମୃତ୍ୟୁଞ୍ଜୟ କୁମାର ନାରାୟଣନ । କୋର୍ଟ ପାଖରେ ମଧ୍ୟ ପ୍ରମାଣପତ୍ର ଭାବେ ଗ୍ରହଣ କରାଯିବନି  । ଅଧିକାରୀ ମଧ୍ୟ ଏହି ତଥ୍ୟକୁ ଅନ୍ୟତ୍ର ବ୍ୟବହାର କରିବା ମନା ବୋଲି କମିଶନର କହିଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button