Breaking PLUSଓଡ଼ିଶାମୁଖ୍ୟ ଖବର
ସପ୍ତାହେ ଯାଏ ତାତିରୁ ନିସ୍ତାର ନାହିଁ

ଭୁବନେଶ୍ୱର- ସପ୍ତାହେ ଯାଏ ତାତିରୁ ନିସ୍ତାର ନାହିଁ। ଗରମ ଓ ଗୁଳୁଗୁଳିରେ ସନ୍ତୁଳି ହେବ ଉପକୂଳ ଓଡ଼ିଶା । ଆଜି ପାଇଁ ୧୧ ଜିଲ୍ଲାକୁ ଗରମ ଓ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି । କାଲିଠୁ ତାତି ଆହୁରି ବଢିବ। ବରଗଡ଼ ଜିଲ୍ଲାକୁ କାଲି ପାଇଁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି।
ସେହିପରି ୧୧ ଜିଲ୍ଲାକୁ ଗରମ ଓ ଗୁଳୁଗୁଳି ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି । ୧୪ ତାରିଖ ପାଇଁ ବଲାଙ୍ଗିର ଓ ବରଗଡ଼ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ଆସନ୍ତା



