Breaking PLUSଓଡ଼ିଶାମୁଖ୍ୟ ଖବର

ବଲାଙ୍ଗିର-ସୋନପୁର ରାସ୍ତାର ଟୋଲଗେଟ୍‌ ନିକଟରେ ପିକ୍‌ଅପ୍‌-ବାଇକ୍‌ ଧକ୍କା, ବାପା-ପୁଅ ମୃତ

ବଲାଙ୍ଗୀର – ସୋନପୁର ରାସ୍ତାର ଟୋଲଗେଟ୍ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ପିକଅପ- ବାଇକ୍ ଧକ୍କା ହୋଇ ଚାଲିଗଲା ବାପା ପୁଅଙ୍କ ଜୀବନ। ଗୁରୁତର ହୋଇଛନ୍ତି ମାଆ। ବାଇକରେ ଯାଉଥିବା ବେଳେ ବାପା ଓ ଦେଢ ବର୍ଷର ପୁଅର ମୃତ୍ୟୁ ହୋଇଥିବା ବେଳେ ମାଆ ଗୁରୁତର ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ଦୁର୍ଘଟଣା ପରେ ଭଏଁସାପାଲି ଛକରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା ରାସ୍ତା ଅବରୋଧ କରାଯାଇଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚିଛି।

Show More

Related Articles

Back to top button