Breaking PLUSଓଡ଼ିଶାମୁଖ୍ୟ ଖବର
ଆଜି ରାଜ୍ୟ କ୍ୟାବିନେଟ
ଭୁବନେଶ୍ୱର, 22 ଏପ୍ରିଲ- ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ଏହି ଗୁରୁତ୍ବପୂର୍ଣ୍ଣ କ୍ୟାବିନେଟ୍ ବୈଠକ। ସନ୍ଧ୍ୟା ୭ଟାରେ ଲୋକସେବା ଭବନରେ ବସିବ ବୈଠକ।
କ୍ୟାବିନେଟରୋ ୧୨ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ। ଏହି ବୈଠକରେ ବିଭାଗୀୟ ମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବ ଉପସ୍ଥିତ ରହିବେ।



