Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ଆଜି ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ 

ଭୁବନେଶ୍ୱର – ଆଜି ସୋମବାର ( ଏପ୍ରିଲ ୨୭ ତାରିଖ) ଭୁବନେଶ୍ୱର  ୟୁନିଟ-୨, ଅଶୋକ ନଗର ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ) ନିକଟରେ ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସ୍ଥଗିତ ରହିଛି। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏନେଇ  ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ  ସୂଚନା ଦିଆଯାଇଛି l

Show More

Related Articles

Back to top button