Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟର ସବୁ ଥାନାରେ ସକାଳ ୯ଟା ପୂର୍ବରୁ ‘ବ୍ରିଫିଂ ପରେଡ୍’

ଭୁବନେଶ୍ୱର, 11 ମେ- ରାଜ୍ୟର ସବୁ ଥାନାରେ ସକାଳ ୯ଟା ପୂର୍ବରୁ ‘ବ୍ରିଫିଂ ପରେଡ୍ପ୍ର । ପ୍ରତିଦିନ ‘ବ୍ରିଫିଂ ପରେଡ୍’ କରିବାକୁ ନିର୍ଦ୍ଦେଶ ଦେଲେ ପୋଲିସ୍ ଡିଜି ।

ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟର ସବୁ ଥାନାରେ ସକାଳ ୯ଟା ପୂର୍ବରୁ ପ୍ରତିଦିନ ‘ବ୍ରିଫିଂ ପରେଡ’ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଜନସାଧାରଣଙ୍କ ସହ ଆସ୍ଥା ଓ ସମନ୍ୱୟ ମଜଭୁତ କରିବାକୁ ଡିଜିପି ଅଧିକାରୀଙ୍କୁ କହିଛନ୍ତି। ଏପରିକି ERVରେ କାର୍ଯ୍ୟରତ ସମସ୍ତ କର୍ମଚାରୀଙ୍କୁ ବୃତ୍ତିଗତ ଓ ବ୍ୟବହାରିକ ତାଲିମ ଦେବାକୁ ଡିଜିପି ଅଧିକାରୀଙ୍କୁ କହିଛନ୍ତି।

Show More

Related Articles

Back to top button