ମୁଖ୍ୟ ଖବରରାଜନୀତି

୪୫ ଦିନରେ ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ହସ୍ତାନ୍ତର: ଶୁଭେନ୍ଦୁଙ୍କ ବଡ଼ ନିଷ୍ପତ୍ତି

ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ଶୁଭେନ୍ଦୁ ଅଧିକାରୀ ପ୍ରଥମ କ୍ୟାବିନେଟ ବୈଠକରେ ବଡ଼ ନିଷ୍ପତ୍ତି ନେଇଛନ୍ତି। ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ବିଏସଏଫକୁ ଜମି ଯୋଗାଇବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଆଗାମୀ ୪୫ ଦିନ ମଧ୍ୟରେ ଜମି ହସ୍ତାନ୍ତର ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ଫଳରେ ୮୬୪ କିମି ଦୀର୍ଘ ପଶ୍ଚିମବଙ୍ଗ-ବାଂଲାଦେଶ ସୀମାରେ ତାରବାଡ଼ କାମ ତ୍ୱରାନ୍ୱିତ ହେବ।

Show More

Related Articles

Back to top button