Breaking PLUSଦେଶମୁଖ୍ୟ ଖବରରାଜନୀତି

ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ହିମନ୍ତ ବିଶ୍ବଶର୍ମା

-ଦ୍ବିତୀୟ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ହିମନ୍ତ

ଗ୍ୱୌହାଟୀ- ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ହିମନ୍ତ ବିଶ୍ବଶର୍ମା  । ଦ୍ବିତୀୟ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ହିମନ୍ତ  । ୪ କ୍ୟାବିନେଟ ମନ୍ତ୍ରୀଙ୍କ ସହ ଶପଥ ଗ୍ରହଣ କଲେ ହିମନ୍ତ ।

ହିମନ୍ତଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଲେ ରାଜ୍ୟପାଳ  । ଖାନାପଡ଼ା ଭେଟେରେନାରୀ କଲେଜ ଗ୍ରାଉଣ୍ଡରେ ଶପଥ ଗ୍ରହଣ ସମାରୋହ ଆୟୋଜିତ ହୋଇଥିଲା । ଆସାମରେ ଲଗାତାର ୩ୟ ଥର ପାଇଁ ବିଜେପି ନେତୃତ୍ବାଧୀନ NDA ସରକାର  ଗଠନ ହୋଇଛି ।

ଶପଥ ସମାରୋହରେ ଉପସ୍ଥିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ଥିଲେ । ଗୃହମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଉପସ୍ଥିତ ଥିଲେ । ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଆସାମ ପ୍ରଭାରୀ ବୈଜୟନ୍ତ ପଣ୍ଡା ଉପସ୍ଥିତ ଥିଲେ । ସମସ୍ତ ବିଜେପି ଶାସିତ ରାଜ୍ୟର CM ଶପଥ ସମାରୋହରେ ସାମିଲ ହୋଇଛନ୍ତି ।

Show More

Related Articles

Back to top button