Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

କୌଣସି ମୁହୂର୍ତ୍ତରେ ବି ହୋଇପାରେ ମନ୍ତ୍ରିମଣ୍ଡଳ ଅଦଳବଦଳ- ସୁରେଶ ପୂଜାରୀ

ଭୁବନେଶ୍ୱର, 26 ମେ-ରାଜ୍ୟ ରାଜନୀତିରେ ବଡ ହଲଚଲ । କୌଣସି ମୁହୂର୍ତ୍ତରେ ବି ହୋଇପାରେ ମନ୍ତ୍ରିମଣ୍ଡଳ ଅଦଳବଦଳ ।  ରାଜ୍ୟରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ରାଜସ୍ୱ ମନ୍ତ୍ରୀ ବଡ଼ ସୂଚନା ଦେଇଛନ୍ତି । କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ ବୋଲି ସେ କହିଛନ୍ତି ।

ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, ନିଗମ ବୋର୍ଡ ନିଯୁକ୍ତି ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇସାରିଛି । ଦଳ ଓ ସରକାର ଏହା ଭିତରେ ଚୟନ ପ୍ରକ୍ରିୟା ଆରମ୍ଭ କରି ସାରିଛନ୍ତି । ସମ୍ଭବତଃ ଖୁବଶୀଘ୍ର ଏହା ଶେଷ ହେବ ବୋଲି ସେ କହିଛନ୍ତି।

Show More

Related Articles

Back to top button