Breaking PLUSଓଡ଼ିଶାଦେଶମୁଖ୍ୟ ଖବର
ମନ୍ କି ବାତ୍ ଓଡ଼ିଶାର ବେଲପଣାକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, 31 ମେ- ମନ୍ କି ବାତ୍ ଓଡ଼ିଶାର ବେଲପଣାକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି । ଗ୍ରୀଷ୍ମ ପ୍ରବାହକୁ ନେଇ ସତର୍କ ରହିବାକୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏଥିସହ ଦେଶର ବିଭିନ୍ନ ସ୍ଥାନର ପାନୀୟକୁ ନେଇ ଆଲୋଚନା କରିଛନ୍ତି ।ଓଡ଼ିଶାର ବେଲପଣା ସହ ସୁସ୍ବାଦୁ ଆମ୍ବକୁ ପ୍ରଶଂସା କରିଛନ୍ତି ପିଏମ ମୋଦି । ପେଟକୁ ଥଣ୍ଡା ରଖୁଥିବା ବେଲପଣା ପିଇବାକୁ ପରାମର୍ଶ ଦେଇଛନ୍ତି ପିଏମ ।



