Breaking PLUSଦେଶମୁଖ୍ୟ ଖବର

ଶପଥ ନେଲେ ସୁପ୍ରିମକୋର୍ଟର 5 ନୂଆ ବିଚାରପତି

ନୂଆଦିଲ୍ଲୀ, 2 ଜୁନ- ସୁପ୍ରିମକୋର୍ଟରେ ମଙ୍ଗଳବାର ୫ ନୂଆ ବିଚାରପତି ଶପଥ ନେଇଛନ୍ତି। ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚଛି। ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ କମ୍‌।

ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବୀ ଭେଙ୍କିତା ସୁବ୍ରମଣି ମୋହନ, ବମ୍ବେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଶ୍ରୀ ଚନ୍ଦ୍ରଶେଖର, ପଞ୍ଜାବ ଓ ହରିୟାଣା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଶିଲ ନାଗୁ, ମଧ୍ୟପ୍ରଦେଶ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ସଞ୍ଜୀବ ସଚଦେବା ଏବଂ ଜମ୍ମୁ-କଶ୍ମୀର ଓ ଲଦାଖ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଅରୁନ୍‌ ପାଲ୍ଲି ସୁପ୍ରିମକୋର୍ଟ ବିଚାରପତି ଭାବେ ଶପଥ ନେଇଛନ୍ତି।

Show More

Related Articles

Back to top button