Breaking PLUSଓଡ଼ିଶାମୁଖ୍ୟ ଖବର

ବଡଭାଇଙ୍କ ଶେଷକୃତ୍ୟରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, 3 ଜୁନ- ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ବାପାଙ୍କ ପୁଅ ଭାଇ ଦୀନବନ୍ଧୁ ମାଝୀଙ୍କ ଆକସ୍ମିକ ମୃତ୍ୟୁ ଘଟିବା ପରେ ତାଙ୍କ ନିଜ ଗାଁ କେନ୍ଦୁଝର ଜିଲାର ରାଇକଳାକୁ ନିଆଯାଇଥିଲା। ତାଙ୍କର ଦେହାନ୍ତ ଖବର ଶୁଣି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଃଖରେ ମ୍ରିୟମାଣ ହୋଇପଡ଼ିବା ସହ ଭାଇଙ୍କ ଶେଷକୃତ୍ୟରେ ସାମିଲ ହେବା ଅପରାହ୍ନରେ ନିଜ ଗାଁ ରାଇକଳାରେ ପହଞ୍ଚିଥିଲେ। ଗ୍ରାମରେ ପହଞ୍ଚି ତାଙ୍କର ଅନ୍ତେଷ୍ଟି କ୍ରିୟାରେ ସାମିଲ ହୋଇଥିଲେ। ଏହାକୁ ନେଇ ରାଇକଳା ତଥା ଆଖପାଖ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ଅନ୍ତେଷ୍ଟି କ୍ରିୟାରେ ସାମିଲ ହେବା ଦଳୀୟ ତଥା ସ୍ଥାନୀୟ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତଥା କର୍ମୀଙ୍କ ପ୍ରବଳ ଭିଡ଼ ଜମିଥିଲା।

Show More

Related Articles

Back to top button