Breaking PLUSଦେଶ ବିଦେଶମୁଖ୍ୟ ଖବର

ଆମେରିକାରେ ଭୟାବହ ବିମାନ ଦୁର୍ଘଟଣା

ଆମେରିକାରେ ଭୟଙ୍କର ବିମାନ ଦୁର୍ଘଟଣା ଘଟିଛି । ବିଳମ୍ବିତ ରାତିରେ ଆମେରିକାରେ ଏକ ବଡ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଲୁଇସଭିଲ୍‌ ମହମ୍ମଦ ଅଲି ଅନ୍ତର୍ଜାତୀୟ ବିମାନବନ୍ଦରରୁ ଉଡାଣ ଆରମ୍ଭ କରିବାର କିିଛି ସମୟ ପରେ ୟୁପିଏସ ଫ୍ଲାଇଟ୍‌ ୨୯୭୬ଦୁଘଁଟଣାଗ୍ରସ୍ତ ହୋଇଛି । ରନୱେରୁ ଉଡାଣ ଆରମ୍ଭ କରିବାକୁ ଚେଷ୍ଟା କରିବା ସୟରେ ମାଲବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଗୁରୁତର ହୋଇଛନ୍ତି ।

 

Show More

Related Articles

Leave a Reply

Your email address will not be published. Required fields are marked *

Back to top button