Breaking PLUSଓଡ଼ିଶାମୁଖ୍ୟ ଖବର

କିଟ୍‌ କାଣ୍ଡ: ଅଚ୍ୟୁତ ସାମନ୍ତଙ୍କୁ ହାଜର ନିର୍ଦ୍ଦେଶ

ଭୁବନେଶ୍ୱର- କିଟ୍‌ କାଣ୍ଡରେ ଅଚ୍ୟୁତ ସାମନ୍ତଙ୍କୁ ହାଜର ନିର୍ଦ୍ଦେଶ । ସରକାରଙ୍କ ହାଇଲେବୁଲ୍‌ କମିଟି ଆଗରେ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଛି । କାଲି ସଂଧ୍ୟା ସାଢ଼େ ୬ଟାରେ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ସମସ୍ତ ଡକ୍ୟୁମେଣ୍ଟ ସହ ହାଜର ହେବାକୁ ନିର୍ଦ୍ଦେଶ ରହିଛି । ହାଜର ପାଇଁ ନିର୍ଦ୍ଦେଶ ଜାରି କଲା ଉଚ୍ଚ ଶିକ୍ଷା ବିଭାଗ ।

Show More

Related Articles

Back to top button