Breaking PLUSଓଡ଼ିଶାମୁଖ୍ୟ ଖବର

ଜନଗଣନାରେ ନିୟୋଜିତ ଶିକ୍ଷକଙ୍କୁ ଅଟକାଇଲେ ସ୍କୁଲ ବିରୋଧରେ ଆକ୍ସନ୍

ଭୁବନେଶ୍ୱର, 6 ମେ- ଜନଗଣନାରେ ନିୟୋଜିତ ଶିକ୍ଷକଙ୍କୁ ଅଟକାଇଲେ ସ୍କୁଲ ବିରୋଧରେ ଆକ୍ସନ୍ ହେବ ।ଏନେଇ କଡ଼ା ନିର୍ଦ୍ଦେଶ ଜାରି କରିଛି ସ୍କୁଲ୍‌ ଓ ଗଣଶିକ୍ଷା ବିଭାଗ ।

କିଛି ସ୍କୁଲ୍‌ କର୍ତ୍ତୃପକ୍ଷ ଶିକ୍ଷକଙ୍କୁ ରିଲିଜ୍‌ କରୁନଥିବା ନଜରକୁ ଆସିଛି  । ସେନସସ୍ ଆକ୍ଟ-୧୯୪୮’ ଅନୁସାରେ ଜନଗଣନା କାର୍ଯ୍ୟ ବାଧ୍ୟତାମୂଳକ । ଜନଗଣନାରେ ନିଯୁକ୍ତ ଶିକ୍ଷକ, କର୍ମଚାରୀଙ୍କୁ ରିଲିଭ୍ କରିବା ବାଧ୍ୟତାମୂଳକ  । ଅଯଥାରେ ଜନଗଣନା କାମରୁ ଶିକ୍ଷକଙ୍କୁ ବଞ୍ଚିତ କରାଯିବ ନାହିଁ । ନିର୍ଦ୍ଦେଶକୁ ଅମାନ୍ୟ କଲେ କଡ଼ା କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦେଇଛି ବିଭାଗ ।

Show More

Related Articles

Back to top button