Breaking PLUSଦେଶମୁଖ୍ୟ ଖବର

ଅଭିନେତା ଗୋବିନ୍ଦା ଅସୁସ୍ଥ

ଅଭିନେତା ଗୋବିନ୍ଦାଙ୍କ ସ୍ୱାସ୍ଥ୍ୟାବସ୍ଥା ହଠାତ୍ ଖରାପ ହୋଇଯାଇଛି। ଫଳରେ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମଙ୍ଗଳବାର ରାତିରେ ଗୋବିନ୍ଦା ତାଙ୍କ ଘରେ ଅଚେତ ହୋଇଯାଇଥିଲେ। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ ଅଭିନେତାଙ୍କ ଅନେକ ଡାକ୍ତରୀ ପରୀକ୍ଷା କରାଯାଇଛି। ଏବେ ଏକ ଡାକ୍ତରୀ ଦଳ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ନଜର ରଖିଛନ୍ତି।

Show More

Related Articles

Back to top button