Breaking PLUSଓଡ଼ିଶାମୁଖ୍ୟ ଖବର
ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି
![](https://www.utkalprahari.com/wp-content/uploads/2025/02/uttam.png)
ଭୁବନେଶ୍ୱର- ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇଛି। ଗୁରୁଗାଓଁର ମେଦାନ୍ତ ହସ୍ପିଟାଲରେ ଡା. ସ୍ମୃତି ମିଶ୍ରଙ୍କ ନେତୃତ୍ବରେ ଅଭିଜ୍ଞ ଚିକିତ୍ସକ ଦଳ ତାଙ୍କର ଚିକିତ୍ସା କରୁଛନ୍ତି। ତାଙ୍କ କିଡ୍ନୀ ସୁସ୍ଥ ଥିବାବେଳେ ନିମୋନିଆର ଚିକିତ୍ସା କରାଯାଉଥିବା ଡାକ୍ତର କହିଛନ୍ତି।