Breaking PLUSଓଡ଼ିଶାମୁଖ୍ୟ ଖବର
ଶ୍ରୀମନ୍ଦିରରେ ADG ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସୁରକ୍ଷା ଅନୁଧ୍ୟାନ

ପୁରୀ: ଶ୍ରୀମନ୍ଦିରରେ ADG ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସୁରକ୍ଷା ଅନୁଧ୍ୟାନ । ଶ୍ରୀମନ୍ଦିର ଭିତରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥାର ଅନୁଧ୍ୟାନ କଲେ ADG । ପୁରୀ ଏସପିଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ । ପୂର୍ବରୁ ଦର୍ଶନ ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।



