Breaking PLUSଓଡ଼ିଶାମୁଖ୍ୟ ଖବର

ମହାନଦୀ ବିବାଦ ଆଉ ଜଟିଳ ନାହିଁ, ସମାଧାନ ଆଡ଼କୁ ଯାଉଛି – ଏଜି

ଭୁବନେଶ୍ୱର, 9 ମେ- ମହାନଦୀ ବିବାଦ ଆଉ ଜଟିଳ ନାହିଁ, ସମାଧାନ ଆଡ଼କୁ ଯାଉଛି ବୋଲି କହିଛନ୍ତି AG ପୀତାମ୍ବର ଆଚାର୍ଯ୍ୟ । ସେ କହିଛନ୍ତି ଯେ, ଓଡ଼ିଶାର ସ୍ୱାର୍ଥକୁ ସୁରକ୍ଷା ଦେଇ ବିବାଦର ସମାଧାନ ପାଇଁ ଉଦ୍ୟମ ହୋଇଛି । ମହାନଦୀରେ ଜଳ ରାଶି କେତେ ତାକୁ ନେଇ ରିପୋର୍ଟ ଦାଖଲ ହୋଇଛି ।

୨ ରାଜ୍ୟର ଯନ୍ତ୍ରୀ ୧୫ ଥର ବୈଠକ କରି ତଥ୍ୟଭିତ୍ତିକ ରିପୋର୍ଟ ରଖିଛନ୍ତି । ‘ଟ୍ରିବ୍ୟୁନାଲ ଦ୍ବାରା କୌଣସି ଜଳ ବିବାଦର ସମାଧାନ ହୋଇନାହିଁ ।କିଛି ଲୋକ ନିଜ ରାଜନୈତିକ ଫାଇଦା ପାଇଁ ଅଦାଲତ ଯାଇଥିଲେ । ୭ ବର୍ଷ ଭିତରେ ଅଦାଲତି କାର୍ଯ୍ୟ କିଛି ଆଗେଇ ନଥିଲା । ଟ୍ରିବ୍ୟୁନାଲଙ୍କୁ ଧନ୍ୟବାଦ ଆପୋଷ ବୁଝାମଣା ପାଇଁ ସମ୍ମତି ଦେଇଛନ୍ତି ବୋଲି ସେ କହିଛନ୍ତି ।

Show More

Related Articles

Back to top button