Breaking PLUSଓଡ଼ିଶାମୁଖ୍ୟ ଖବର
ପୁଣି ମୋ ବସ୍ ଧକ୍କାରେ ୨ ଯୁବକ ଗୁରୁତର

ଭୁବନେଶ୍ୱର:ଆତଙ୍କ ରଚୁଛି ମୋ ବସ୍ । ପୁଣି ମୋ ବସ୍ ଧକ୍କାରେ ୨ ଯୁବକ ଗୁରୁତର ।ମାଷ୍ଟର କ୍ୟାଣ୍ଟିନ ଛକରେ ଧକ୍କା ଦେଲା ମୋ ବସ୍ । ୨ ଯୁବକ ଗୁରୁତର ଅବସ୍ଥାରେ କ୍ୟାପିଟାଲ୍ ହସ୍ପିଟାଲ୍ରେ ଭର୍ତ୍ତି ।
ଆଜି ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟର କ୍ୟାଣ୍ଟିନ ଛକରେ ୨ଜଣ ଯୁବକଙ୍କୁ ମୋ ବସ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ୨ଜଣ ଯୁବକ ଗୁରୁତର ଭାବେ ଆହତ ହୋଇଥିଲେ। ଗୁରୁତର ଅବସ୍ଥାରେ ସେମାନଙ୍କୁ ଉଦ୍ଧା କରି ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।