Breaking PLUSଦେଶ ବିଦେଶମୁଖ୍ୟ ଖବର

ଡୋନାଲ୍ଡ ଟ୍ରମ୍ପଙ୍କୁ ପୁଣି ହତ୍ୟା ଉଦ୍ୟମ

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ପୁଣି ହତ୍ୟା ଉଦ୍ୟମ। ଫ୍ଲୋରିଡାରେ ସେ  ଗଲ୍ଫ ଖେଳୁଥିବାବେଳେ ଟ୍ରମ୍ପଙ୍କୁ ଗୁଳି କରି ହତ୍ୟା ଉଦ୍ୟମ ହୋଇଛି। ତେବେ ସେ ଅଳ୍ପକେ ବର୍ତ୍ତିଯାଇଛନ୍ତି।  ଟ୍ରମ୍ପଙ୍କ ଦେହରେ ଗୁଳି ବାଜିନି।  ସେ ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା ସୂଚନା ମିଳିଛି। ତେବେ ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଅଟକ ରଖି ତଦନ୍ତ କରୁଛି ଏଫବିଆଇ।  ଘଟଣାସ୍ଥଳରୁ ଗୋଟିଏ ଏକେ ୪୭ ବନ୍ଧୁକ ଜବତ ହୋଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button