Breaking PLUSଓଡ଼ିଶାମୁଖ୍ୟ ଖବର

ପୁରୀରେ ନିର୍ମାଣ ହେବ ଏୟାରପୋର୍ଟ

ପୁରୀରେ ନିର୍ମାଣ ହେବ ବିମାନବନ୍ଦର। ବିଧାନସଭାରେ ଏହି ଉତ୍ତର ଦେଇଛନ୍ତି ପରିବହନ ମନ୍ତ୍ରୀ। ପରିବହନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ସମୟରେ ମନ୍ତ୍ରୀ ଏହା କହିଛନ୍ତି। ବିମାନବନ୍ଦର ପାଇଁ ୧୧୬୪ ଏକର ଜମି ଚୂଡ଼ାନ୍ତ ହୋଇଥିବା ସୂଚନା ଦିଆଯାଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button