Breaking PLUSଓଡ଼ିଶାମୁଖ୍ୟ ଖବର
ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର- ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହେଲା ସର୍ବଦଳୀୟ ବୈଠକ । ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ଉପସ୍ଥିତ ଅଛନ୍ତି । ଆଇନ ମନ୍ତ୍ରୀ, ସରକାରୀ ଦଳ ମୁଖ୍ୟ ସଚେତକ ଉପସ୍ଥିତ । ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଉପସ୍ଥିତ । କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଉପସ୍ଥିତ ଅଛନ୍ତି । ଶୀତ ଅଧିବେଶନ ସୁରୁଖୁରୁରେ କରିବାକୁ ଆଲୋଚନା ।



