Breaking PLUSଓଡ଼ିଶାମୁଖ୍ୟ ଖବର
କଂଗ୍ରେସରୁ ସମସ୍ତ ନିଲମ୍ବନ ଓ ବହିଷ୍କାର ପ୍ରତ୍ୟାହାର

ଭୁବନେଶ୍ୱର- ରାଜ୍ୟ କଂଗ୍ରେସରୁ ସମସ୍ତ ନିଲମ୍ବନ ଓ ବହିଷ୍କାର ପ୍ରତ୍ୟାହାର ହୋଇଛି । ସମସ୍ତ ନିଲମ୍ବନ ଓ ବହିଷ୍କାର ପ୍ରତ୍ୟାହାର କରିଦିଆଯିବା ଘୋଷଣା ହୋଇଛି । ପ୍ରେସ ବିଜ୍ଞପ୍ତି ଜରିଆରେ ଘୋଷଣା କଲେ ପିସିସି ସଭାପତି ଭକ୍ତ ଦାସ । ଯେଉଁମାନେ କଂଗ୍ରେସ ଛାଡ଼ିଛନ୍ତି, ସେମାନଙ୍କୁ ଫେରିବାକୁ କହିଲେ ଭକ୍ତ ।

