Breaking PLUSଓଡ଼ିଶାମୁଖ୍ୟ ଖବର

ଅମର ପଟ୍ଟନାୟକ ବିଜେପିରେ ସାମିଲ୍ ହେବା ନେଇ ଚର୍ଚ୍ଚା

ଭୁବନେଶ୍ୱର- ଅମର ପଟ୍ଟନାୟକ ବିଜେପିରେ ସାମିଲ୍ ହେବା ନେଇ ଚର୍ଚ୍ଚା । ବିଜେଡ଼ିର ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ । ଆଜି ବିଜେଡ଼ି ଛାଡି ବିଜେପିରେ ସାମିଲ ହୋଇପାରନ୍ତି ଅମର । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ହୋଇଛି ମିଶ୍ରଣ ପର୍ବ ।ରାଜ୍ୟ ସଭାପତି ଓ ପ୍ରଭାରୀଙ୍କ ଉପସ୍ଥିତିରେ ହୋଇପାରନ୍ତି ସାମିଲ୍ । ତାଙ୍କ ସହ ନୂଆପଡ଼ାର କିଛି ବିଜେଡ଼ି ନେତା ବିଜେପିରେ ସାମିଲ୍ ହେବା ନେଇ ଚର୍ଚ୍ଚା ।

Show More

Related Articles

Back to top button