Breaking PLUSଓଡ଼ିଶାମୁଖ୍ୟ ଖବର

10ରେ ଓଡ଼ିଶା ଆସୁଛନ୍ତି ଅମିତ ଶାହ

ଭୁବନେଶ୍ୱର- ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ  । ଆସନ୍ତା ୧୦ରେ ଦୁଇଦିନିଆ ଗସ୍ତରେ ଆସୁଛନ୍ତି ଅମିତ ଶାହ  । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏନେଇ ସୂଚନା ଦେଇଛନ୍ତି । ‘୧୦ରେ ଭୁବନେଶ୍ୱରରେ ପହଞ୍ଚି ଜଟଣୀ ଯିବେ’  । ‘ଜଟଣୀରେ ଫରେନ୍‌ସିକ୍‌ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ’  । ‘୧୦ ସଂଧ୍ୟାରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ’  । ‘୧୧ରେ ସମ୍ବଲପୁରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ’  । ‘ପରେ ଭୁବନେଶ୍ୱର ଜନତା ମଇଦାନରେ ଶିଳାନ୍ୟାସ କରିବା ସହ ଅଭିଭାଷଣ ଦେବେ ।

Show More

Related Articles

Back to top button