Breaking PLUSଭକ୍ତିମୁଖ୍ୟ ଖବର
ଆଜି ଅପରାହ୍ନ ୫ଟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ
ଆଜି ଅପରାହ୍ନ ୫ଟାରେ ଛତିଶା ନିଯୋଗ ବୈଠକ ବସିବ।

ଆଜି ଅପରାହ୍ନ ୫ଟାରେ ଛତିଶା ନିଯୋଗ ବୈଠକ ବସିବ। ପୁରୀ ଶ୍ରୀକ୍ଷେତ୍ର ବଡ଼ଦାଣ୍ଡସ୍ଥିତ ନିଳାଦ୍ରୀ ଭକ୍ତ ନିବାସଠାରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ନୂତନ ଭାବେ ଦାୟିତ୍ୱଗ୍ରହଣ କରିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବାକୁ ଥିବା ବେଳେ ଜିଲ୍ଲାପାଳ ସମର୍ଥ ବର୍ମା, ଏସ୍ପି କନୱର ବିଶାଳ ସିଂ, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀଙ୍କ ସହ ସେବାୟତ ପ୍ରତିନିଧିମାନେ ବୈଠକରେ ଭାଗ ନେବେ।