Breaking PLUSଓଡ଼ିଶାମୁଖ୍ୟ ଖବର

ବାତ୍ୟା ପ୍ରଭାବିତ ଅଞ୍ଚଳରେ ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଭୁବନେଶ୍ୱର- ବାତ୍ୟା ପ୍ରଭାବିତ ଅଞ୍ଚଳରେ ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର । ବାତ୍ୟା କାରଣରୁ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ପ୍ରଭାବିତ ଅଂଚଳରେ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବାକୁ ନିଷ୍ପତି ହୋଇଛି । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button